ରିପୋର୍ଟ କାର୍ଡ / ମାଲକାନଗିରି
ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର କଂକେର ଜିଲ୍ଲାର ଛୋଟାବେଠିଆ ଅଂଚଳରେ ଆଜି ପୋଲିସ ଏବଂ ଯବାନ ମଧ୍ୟରେ ଗୁଳିବିନିମୟ ଘଟିଛି।ପ୍ରାୟ ଅଧ ଘଣ୍ଟା ଧରି ହୋଇଥିବା ଗୁଳିବିନିମୟ ହୋଇଥିଲା। ପରେ ନକ୍ସଲ ଛତ୍ରଭଙ୍ଗ ଦେଇଥିଲେ। ଘଟଣାସ୍ଥଳରେ ସର୍ଚ୍ଚ ଅପରେସନବେଳେ ଜଣେ ମହିଳା ନକ୍ସଲ ସମେତ ଦୁଇଜଣଙ୍କ ଶବ ଉଦ୍ଧାର କରାଯାଇଛି। ଏଥି ସହ ବନ୍ଧୁକ ଓ ମାଓ ସାମଗ୍ରୀ ମଧ୍ୟ ଜବତ କରାଯାଇଛି। ଏବେ ବି ସର୍ଚ୍ଚ ଅପରେସନ ଜୋରଦାର ଚାଲିଛି। ମୃତ ନକ୍ସଲଙ୍କ ଚିହ୍ନଟ ଚାଲିଥିବା ପୋଲିସ କହିଛି |






More Stories
ଆସିଲା ବିୟୁଟୀଙ୍କ ବ୍ୟବଚ୍ଛେଦ ରିପୋର୍ଟ…..
ନିର୍ମାଣ ହେବ ନୂଆ ରାଜସ୍ୱ ଭବନ…..
ସୌମ୍ୟ ହତ୍ୟା ମାମଲା:ଝାରପଡ଼ା ଜେଲ୍ରେ କ୍ରାଇମବ୍ରାଞ୍ଚ…..