ରିପୋର୍ଟ କାର୍ଡ / କଟକ
ଆଜି ଓଡିଶା ହାଇକୋର୍ଟର ୨ ନୂଆ ବିଚାରପତି ଶପଥ ନେଇଛନ୍ତି । ଜଷ୍ଟିସ ଶୁଭାଶିଷ ତାଳପତ୍ର ଓ ଆଇଜୀବୀ ସଞ୍ଜୟ ମିଶ୍ର ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି । ହାଇକୋର୍ଟର ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ ମୁରଲୀଧର ଉଭୟଙ୍କୁ ଶପଥପାଠ କରାଇଛନ୍ତି | ସୂଚନା ଅନୁସାରେ, ତ୍ରିପୁରା ହାଇକୋର୍ଟରୁ ଜଷ୍ଟିସ ଶୁଭାଶିଷ ତଳପାତ୍ରା ବଦଳି ହୋଇ ଆସିଛନ୍ତି । ସେହିଭଳି ଆଇନଜୀବୀ ସଞ୍ଜୟ କୁମାର ମିଶ୍ର ନୂତନ ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି । ଏହି ଦୁଇ ବିଚାରପତି ଓଡିଶା ହାଇକୋର୍ଟରେ ଯୋଗ ଦେବା ପରେ ହାଇକୋର୍ଟରେ ବିଚାରପତିଙ୍କ ସଂଖ୍ୟା ୨୨ରେ ପହଞ୍ଚିଛି ।ସୂଚନା ଅନୁସାରେ, ତ୍ରିପୁରା ହାଇକୋର୍ଟରୁ ଜଷ୍ଟିସ ଶୁଭାଶିଷ ତଳପାତ୍ରା ବଦଳି ହୋଇ ଆସିଛନ୍ତି । ସେହିଭଳି ଆଇନଜୀବୀ ସଞ୍ଜୟ କୁମାର ମିଶ୍ର ନୂତନ ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି । ଏହି ଦୁଇ ବିଚାରପତି ଓଡିଶା ହାଇକୋର୍ଟରେ ଯୋଗ ଦେବା ପରେ ହାଇକୋର୍ଟରେ ବିଚାରପତିଙ୍କ ସଂଖ୍ୟା ୨୨ରେ ପହଞ୍ଚିଛି ।






More Stories
ବେଆଇନ ନିଯୁକ୍ତି ନେଇ ତାଗିଦ…..
ନୂଆ ରୂପ ନେବ ରାଜ୍ୟର ସବୁ ବସ୍ଷ୍ଟାଣ୍ଡ…..
୧୦ ପ୍ରସ୍ତାବ ଉପରେ ରାଜ୍ୟ କ୍ୟାବିନେଟ୍ ମୋହର…..