ରିପୋର୍ଟ କାର୍ଡ / କଟକ
ଓଡ଼ିଶା ହାଇକୋର୍ଟର ଦୁଇ ନୂତନ ବିଚାରପତି ଶପଥ ଗ୍ରହଣ କରିଛନ୍ତି | ମୁଖ୍ୟ ବିଚାରପତି ଜଷ୍ଟିସ୍ ଶୁଭାଶିଷ ତାଳପତ୍ର ଆଜି ଶିବଶଙ୍କର ମିଶ୍ର ଓ ଆନନ୍ଦ ଚନ୍ଦ୍ର ବେହେରାଙ୍କୁ ଶପଥପାଠ କରାଇଛନ୍ତି। ଦୁଇ ନୂଆ ବିଚାରପତିଙ୍କୁ ମିଶାଇ ଓଡ଼ିଶା ହାଇକୋର୍ଟରେ ମୁଖ୍ୟ ବିଚାରପତିଙ୍କ ସମେତ ବିଚାରପତିଙ୍କ ସଂଖ୍ୟା ୨୨ରେ ପହଞ୍ଚିଛି।
More Stories
ହୋଟେଲ ଚେକ୍-ଇନ୍ରେ ବଦଳିବ ନିୟମ!…..
ଆମ ବସ୍’ ଯାତ୍ରା ମାଗଣା…..
ଉଭୟ ପଡିଆରେ ବାଲିଯାତ୍ରା ପାଇଁ ସରକାରଙ୍କୁ ପ୍ରସ୍ତାବ…..