ରିପୋର୍ଟ କାର୍ଡ / ଭୁବନେଶ୍ୱର
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ କାର୍ଯ୍ୟାଳୟରେ ଦୁଇଜଣ ନୂଆ ଅଫିସରଙ୍କୁ ଅବସ୍ଥାପିତ କରାଯାଇଛି । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ,ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ଭାବେ ଓଏଏସ୍ ତ୍ରିଲୋଚନ ମହାନ୍ତିଙ୍କୁ ବଦଳି କରାଯାଇଛି । ଶ୍ରୀ ମହାନ୍ତି ଏବେ କେନ୍ଦୁଝର ଉପଜିଲ୍ଲାପାଳ ଭାବେ କାର୍ଯ୍ୟ କରୁଛନ୍ତି । ସେହିପରି ଭୁବନେଶ୍ୱରରେ ବିଡିଏ ଲ୍ୟାଣ୍ଡ ଅଫିସର ମନୋଜ କୁମାର ବେହେରାଙ୍କୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ କାର୍ଯ୍ୟାଳୟକୁ ବଦଳି କରାଯାଇଛି ।






More Stories
ଚାଷୀଙ୍କ ସମସ୍ୟା ନେଇ ରାସ୍ତାକୁ ଓହ୍ଲାଇବ ବିଜେଡି…..
ବିଜେପି ନେତାଙ୍କ ଉପରେ ହେଉ କାର୍ଯ୍ୟାନୁଷ୍ଠାନ…..
ଆସନ୍ତାକାଲି ଯୁକ୍ତ ଦୁଇ ପରୀକ୍ଷା ଫଳ….