ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଜୁ ଜନତା ଦଳ ୨ ଜଣ ଅଧିକାରୀ ଙ୍କୁ ଦଳରୁ ବହିଷ୍କାର କରିଛି । ତେବେ ମିଳିଥିବା ସବଚନା ଅନୁଯାୟୀ, ବିଜେଡିରୁ ଭବାନୀ ଶଙ୍କର ନିଆଲଙ୍କୁ ନିଲମ୍ବନ କରାଯାଇଛି। ଦଳ ବିରୋଧୀ କାମ ପାଇଁ ଦଳରୁ ବହିଷ୍କୃତ କରିଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ । ଏନେଇ ବିଜେଡି ସାଧାରଣ ସଂମ୍ପାଦକ ମାନସ ମଙ୍ଗରାଜଙ୍କ ସୂଚନା ଦେଇଛନ୍ତି । କଳାହାଣ୍ଡି ଜିଲ୍ଲାର ବିଜେଡି ରାଜ୍ୟ ପରିଷଦ ସଦସ୍ୟ ଥିଲେ ଭବାନୀ ଶଙ୍କର ନିଆଲ । ସେହିପରି ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜୁ ଜନତା ଦଳ ରୁ ବହିଷ୍କୃତ ହୋଇଛନ୍ତି ପୁରୀ ଜିଲ୍ଲା ଅସ୍ତରଙ୍ଗର ଦିବାକର ଛାଟୋଇ।






More Stories
ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ…..
କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ…..
ମା’ଙ୍କୁ ମାରି ପ୍ଲାଷ୍ଟର କରିଦେଲା ପୁଅ !…..