ରିପୋର୍ଟ କାର୍ଡ / ଭୁବନେଶ୍ୱର
କୁଆଖାଇ ନଦୀରେ ବୁଡି ୨ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଉଭୟଙ୍କ ବୟସ ୧୫ ବର୍ଷ ବୟସ ହେବ । ବାଲିଅନ୍ତା ଥାନା ରଙ୍ଗବଜାରରେ ଟ୍ୟୁସନ ସାର୍ଙ୍କ ସହ ସରସ୍ୱତୀ ମୂର୍ତ୍ତି ବିସର୍ଜନ ପାଇଁ ଯାଇଥିବା ବେଳେ ୨ ଛାତ୍ରଙ୍କ ପାଣିରେ ବୁଡି ମୃତ୍ୟୁ ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।
More Stories
ରାଜ୍ୟରେ ଡିଜିଟାଲ୍ ଜନଗଣନା ଆରମ୍ଭ….
କଟକରେ ଗାଡି ଜଳିବା ଘଟଣା :ନିଆଁ ଲଗାଇଥିଲେ ମହିଳା…..
ଦୁବେଙ୍କ ବୟାନକୁ ନେଇ ରାଜ୍ୟ ରାଜନୀତି ସରଗରମ…..