ରିପୋର୍ଟ କାର୍ଡ / ପୁରୀ
ରଥଯାତ୍ରା ପାଇଁ ୨୦୫ଟି ଟ୍ରେନ୍ ଚଳାଚଳ ସହ ମୋବାଇଲ୍ ଟିକେଟ୍ ବ୍ୟବସ୍ଥା କରାଯିବ । ସୁରକ୍ଷା ବ୍ୟବସ୍ଥା ଉପରେ ବିଶେଷ ଗୁରୁତ୍ବ ଦିଆଯାଇଛିବୋଲି ରେଳ ମନ୍ତ୍ରୀ କହିଛନ୍ତି । ଏହା ସହିତ ପୁରୀ ବିଶ୍ବସ୍ତରୀୟ ଷ୍ଟେସନ ନେଇ ପ୍ରତିକ୍ରିୟା ରଖିଛନ୍ତି ରେଳ ମନ୍ତ୍ରୀ ଅଶ୍ଵିନ ବୈଷ୍ଣବ । ସେ କହିଛନ୍ତି ୩୬୪ କୋଟି ଟଙ୍କାର ପ୍ରକଳ୍ପ କାମ ଦୁଇ ବର୍ଷ ମଧ୍ୟରେ ଶେଷ କରାଯିବ । ବିଶ୍ଵସ୍ତରୀୟ ଷ୍ଟେସନ ବିଲ୍ଡିଙ୍ଗ ସହ ବଡ ଯାତ୍ରୀ ନିବାସ ନିର୍ମାଣ ପାଇଁ ଯୋଜନା । ସ୍ଥାପତ୍ୟ କଳା ଅନୁଯାୟୀ ଡିଜାଇନ୍ ପ୍ରସ୍ତୁତ କରାଯାଇଛି । ୨୦୦ରୁ ୩୦୦ କିଲୋମିଟର ବାତ୍ୟା ସହନଶୀଳ ବିଲ୍ଡିଙ୍ଗ ହେବ ନିର୍ମାଣ। ପୁରୀରେ ଏୟାରପୋର୍ଟ ହେଉଥିବାରୁ ପୁରୀ-ଭୁବନେଶ୍ବର ପାଇଁ ଟ୍ରେନ୍ ଚଳାଚଳ କରାଯିବ ।






More Stories
ସୁଦର୍ଶନ ପଟ୍ଟନାୟକଙ୍କୁ ବଡ଼ ଦାୟିତ୍ୱ…..
ଡାଲମା ହାଣ୍ଡିରେ ବିଷାକ୍ତ ସାପ,୩୦ ଅସୁସ୍ଥ …..
‘ଏସ୍ଓପି’ ନ ମାନିଲେ ଦରମା ବନ୍ଦ…..