ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଦିନକୁ ଦିନ କରୋନା ଜନିତ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଉଛି | ଆଜି ରାଜ୍ୟରେ ସର୍ବାଧିକ ୨୧ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ଫଳରେ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨ହଜାର ୧୬୧କୁ ବୃଦ୍ଧି ପାଇଛି | ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ କଳାହାଣ୍ଡିରୁ ୪ ଜଣ, ଅନୁଗୁଳ, ଭଦ୍ରକ, କଟକ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏଁ, ଢ଼େଙ୍କାନାଳ, ଗଞ୍ଜାମ, ଜଗତସିଂହପୁର, ଯାଜପୁର, କେନ୍ଦୁଝର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ନୂଆପଡ଼ା ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।






More Stories
ଜେଏସଡବ୍ଲ୍ୟୁ ମେଗା ଷ୍ଟିଲ୍ ପ୍ଲାଣ୍ଟର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ…..
ଏସଆଇଆର ଦାୟିତ୍ବରେ ଥିବା ଅଧିକାରୀଙ୍କ ବଦଳି ଉପରେ ଲାଗିଲା ରୋକ୍…..
ଓଡ଼ିଶାରେ ହେବ ଏସୀୟ ଇନ୍ଡୋର ଆଥଲେଟିକ୍ସ…..