ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବା ବେଳେ ମଧ୍ୟ ମୃତ୍ୟୁ ସଂଖ୍ୟାରେ ବ୍ରେକ ଲାଗୁନି | ଆଜି ରାଜ୍ୟରେ ୧୦୭୫୭ ଜଣ କୋଭିଡ଼ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୩୩୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ବୌଦ୍ଧ, କୋରାପୁଟ, ଖୋର୍ଦ୍ଧା, ନୂଆପଡ଼ା, ରାୟଗଡ଼ା, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ ଜିଲ୍ଲାରୁ ୨ଜଣ ରହିଛନ୍ତି । ସେହିପରି ଗଜପତି ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ରହିଛନ୍ତି ।
More Stories
ଆଜିଠୁ ପୁରୁଣା ଗାଡ଼ି କୁ ପେଟ୍ରୋଲ-ଡିଜେଲ ମନା…..
କମିଲା ଗ୍ୟାସ୍ ଦର……
ଆଜି ହେରାପଞ୍ଚମୀ ନୀତି,ନନ୍ଦିଘୋଷ ରଥ ଭାଙ୍ଗିବେ ମହାଲକ୍ଷ୍ମୀ…..