Report Card Odisha

| Daily Odia News

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ବଦଳିଲେ ୨୨ ଓଏଏସ୍ ଅଧିକାରୀ….

Mohan Charan Majhi | Facebook

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟରେ ନୂଆ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀ ଶପଥ ନେବା ପରେ ବିଭିନ୍ନ ବିଭାଗର ସମୀକ୍ଷା ଜୋରଦାର ଚାଲିଛି। ମୁଖ୍ୟମନ୍ତ୍ରୀ ରାଜ୍ୟ ଅତିଥି ଭବନରୁ ସରକାର ଚଳାଉଛନ୍ତି | ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିବା ୨୨ଜଣ ଓଏସ୍‌‌ଏସ୍‌‌ ଅଧିକାରୀଙ୍କୁ ବଦଳି କରାଯାଇଛି। ସେମାନଙ୍କୁ ନିଜ ବିଭାଗକୁ ବଦଳି କରାଯାଇଥିବା ସୂଚନା ମିଳିଛି। ସେପଟେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ନିଯୁକ୍ତ ହୋଇଛନ୍ତି ୨ ନୂଆ ଅଫିସର। ସତୀଶ ଚନ୍ଦ୍ର ସାମଲ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତ ପାଇଥିବା ବେଳେ ବିନୋଦ ବିହାରୀ ସିଂହଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ନିଯୁକ୍ତି ମିଳିଛି।

Breaking News