ରିପୋର୍ଟ କାର୍ଡ / ଭୁବନେଶ୍ବର
କେନ୍ଦ୍ରୀୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (ସିଟିଇଟି) ନିମନ୍ତେ ଆବେଦନ ତାରିଖକୁ ଘୁଞ୍ଚାଇ ଦିଆଯାଇଛି। ଆବେଦନର ଶେଷ ତାରିଖ ଅକ୍ଟୋବର ୧୯ ଥିବାବେଳେ ଏହାକୁ ୨୫ ତାରିଖ ପର୍ଯ୍ୟନ୍ତ ଘୁଞ୍ଚାଯାଇଛି। ଛାତ୍ରଛାତ୍ରୀଙ୍କ ହିତକୁ ଦୃଷ୍ଟିରେ ରଖି ଆବେଦନ ତାରିଖ ବୃଦ୍ଧି କରାଯାଇ ଥିବା ଜଣାପଡିଛି। ତେବେ ଶେଷ ମୁହୂର୍ତ୍ତରେ ପଞ୍ଜୀକରଣ କରୁଥିବା ଛାତ୍ରଛାତ୍ରୀଙ୍କ ନିମନ୍ତେ ଦେୟ ଦାଖଲ ସମୟ ସୀମା ୨୬ ତାରିଖ ଅପରାହ୍ଣ ସାଢେ ୩ଟା ରଖାଯାଇଛି।






More Stories
ଚର୍ଚ୍ଚାରେ ପ୍ରଦୀପ ଜେନାଙ୍କ ‘X’ ପୋଷ୍ଟ: ଖାଲି ତିଖିରୀ ନା ସବୁ……
ପରକୀୟା ପ୍ରୀତି ରୁ ଗଡ଼ିଲା ମୁଣ୍ଡ…..
ରାଷ୍ଟ୍ରପତିଙ୍କ ସହ ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ…..