ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଫ୍ରିକାର ଦେଶ ଉଗାଣ୍ଡାର ପଶ୍ଚିମରେ ଥିବା ଏକ ସ୍କୁଲରେ ଆଇଏସ ସହ ଜଡିତ ବନ୍ଧୁକଧାରୀ ଗୁଳି କରିବାରୁ ଅତିକମରେ ୨୫ ଜଣ ଛାତ୍ରଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ବିଳମ୍ବିତ ରାତିରେ ଏହି ଘଟଣା ଘଟିଥିବା ରିପୋର୍ଟରୁ ଜଣାପଡ଼ିଛି। ଉଗାଣ୍ଡା ପୁଲିସ ଫୋର୍ସର ସୂଚନା ଅନୁଯାୟୀ, ଉଗାଣ୍ଡାର ପଶ୍ଚିମରେ ଥିବା ମପୈଡବେରେ ଲୁବିରିରା ସେକେଣ୍ଡାରୀ ସ୍କୁଲରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨୫ ଜଣଙ୍କ ମୃତ୍ୟୁ ହୋଇଛି।






More Stories
ଇସ୍ରାଏଲକୁ ଉଡ଼ିବନି ଏୟାର ଇଣ୍ଡିଆ ବିମାନ…..
ନିର୍ବାଚନ ସମୟରେ ଭୋଟର ପରିଚୟ ପତ୍ର ଯାଞ୍ଚ କରିବେ ଯବାନ…..
ଆପ୍ ଦଳ ବିରୁଦ୍ଧରେ ସାଙ୍ଘାତିକ ଅଭିଯୋଗ ଆଣିଲେ ରାଘବ…..