ରିପୋର୍ଟ କାର୍ଡ / ଭୁବନେଶ୍ଵର
ରାଜ୍ୟରେ କରୋନାର ଦ୍ୱିତୀୟ ଲହରୀରେ ଦୈନିକ ସଂକ୍ରମଣ ରେକର୍ଡ ସଂଖ୍ୟକ ବୃଦ୍ଧି ପାଉଛି | ଦୀର୍ଘ ଦିନପରେ ଆଜି ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ୨୮ ବର୍ଷର ଯୁବକ ଓ ତାଙ୍କ ଘର ପୁରୀ ଜିଲ୍ଲାରେ ବୋଲି ଜଣାପଡ଼ିଛି। ସେ ଡାଇବେଟିସ ରୋଗରେ ଆକ୍ରାନ୍ତ ଥିଲେ। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୨୩କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟୁଇଟ କରି ସୂଚନା ଦେଇଛି।






More Stories
ହିମସ୍ଖଳନ; ୧୨ ପର୍ବତାରୋହୀ ମୃତ, ୬ ନିଖୋଜ…..
୧୧ରେ ମୋଦି-ପୁଟିନ୍ ଦ୍ୱିପାକ୍ଷିକ ଆଲୋଚନା…..
ବାନ୍ଧବୀଙ୍କୁ ଗାଡ଼ି ଚଢାଇ ମାରିଦେଲେ!…..