ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆସନ୍ତାକାଲିଠାରୁ ସଂସଦର ଦ୍ୱିତୀୟ ପର୍ଯ୍ୟାୟ ବଜେଟ୍ ଅଧିବେଶନ ଆରମ୍ଭ ହେବ। ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟରେ ସମୁଦାୟ ୧୭ଟି କାର୍ଯ୍ୟ ଦିବସ ରହିବ। ଏହା ଆସନ୍ତା ମାସ ଅର୍ଥାତ ଏପ୍ରିଲ ୬ ତାରିଖ ପର୍ଯ୍ୟନ୍ତ ଚାଲିବ। ଏକ ମାସର ବ୍ୟବଧାନ ପରେ ବଜେଟ୍ ଅଧିବେଶନ ପୁଣି ଆରମ୍ଭ ହେବାକୁ ଯାଉଥିବାରୁ ଅଧିବେଶନ କାଳରେ ବିଭାଗୀୟ ସଂସଦୀୟ ସ୍ଥାୟୀ କମିଟି, ବିଭିନ୍ନ ମନ୍ତ୍ରଣାଳୟ ଏବଂ ବିଭାଗୀୟ ଅନୁଦାନ ସମ୍ପର୍କିତ ଆଲୋଚନା ହେବ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ଇଣ୍ଡିଆ ବ୍ଲକ ନେତାଙ୍କୁ ସାକ୍ଷାତ କରିବେନି CJI….
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….