ରିପୋର୍ଟ କାର୍ଡ / କଟକ
ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୩ ଆକ୍ରାନ୍ତଙ୍କ ମଧ୍ୟରେ ୨ ଅଧ୍ୟାପିକା ଓ ଜଣେ ବିଦ୍ୟାର୍ଥୀ ଅଛନ୍ତି। ଏନେଇ ପିଜି କାଉନସିଲ୍ ଚେୟାରମ୍ୟାନ୍ ସ୍ମୃତିପ୍ରଭା ଦାସ ସୂଚନା ଦେଇଛନ୍ତି । ୩ ଜଣଙ୍କ ମଧ୍ୟରେ ୨ ଅଧ୍ୟାପିକା ଓ ଜଣେ ବିଦ୍ୟାର୍ଥୀ ଅଛନ୍ତି। ସେ କହିଛନ୍ତି ଯେ ଏବେ ପାଠ ପଢ଼ା ଜାରି ରହିବ। ଅଫ୍ଲାଇନ୍ରେ ନ ହେଲେ ବି ଅନ୍ଲାଇନ୍ରେ ହେବ। ୨ ସପ୍ତାହ ପର୍ଯ୍ୟନ୍ତ ପରୀକ୍ଷା ଘୁଞ୍ଚାଇବାକୁ ପ୍ରସ୍ତାବ ଦିଆଯାଇଛି। କୁଳପତିଙ୍କ ସହ ଆଲୋଚନା ପରେ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ ବୋଲି ସେ କହିଛନ୍ତି।






More Stories
ବଦଳିଲେ ଆଇଆଇସି,୪ ପୋଲିସ ସସ୍ପେଣ୍ଡ୍…..
ବାଲିଅନ୍ତା ହତ୍ୟା ଘଟଣାର ହେବ କ୍ରାଇମବ୍ରାଞ୍ଚ ତଦନ୍ତ…..
ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ…..