ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଛତିଶଗଡରେ ପୋଲିସ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୩ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ଦନ୍ତେଓ୍ବାଡା ଏବଂ ବିଜାପୁର ଜିଲ୍ଲା ସୀମାନ୍ତରେ ଏହି ଏନକାଉଣ୍ଟର ହୋଇଛି। ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଜଣ ହାର୍ଡକୋର୍ ମାଓବାଦୀ ନିହତ ହୋଇଛନ୍ତି। ବନ୍ଧୁକ ସହ ବିପୁଳ ପରିମାଣର ମାଓ ବିସ୍ଫୋରକ ଜବତ ହୋଇଛି।
More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ଇଣ୍ଡିଆ ବ୍ଲକ ନେତାଙ୍କୁ ସାକ୍ଷାତ କରିବେନି CJI….
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….