ରିପୋର୍ଟ କାର୍ଡ / ପୁରୀ
ପୁରୀ ସହରରେ ୩ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ଏପରି କଡ଼ା ପଦକ୍ଷେପ ନିଆଯାଇଛି। ୧୧ ନମ୍ବର ୱାର୍ଡରେ ପ୍ରଶାସନ ପକ୍ଷରୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି । ଏହି ପରିପ୍ରେକ୍ଷୀରେ ଗୋଟିଏ ହୋଟେଲ ସଂଲଗ୍ନ ଅଞ୍ଚଳକୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ଭାବରେ ଘୋଷଣା କରାଯାଇଛି । ସଂପୃକ୍ତ ହୋଟେଲରୁ ତିନି ଓମିକ୍ରନ ସଂକ୍ରମିତ ଚିହ୍ନଟ ହେବାପରେ ଏହି ପଦକ୍ଷେପ ଗ୍ରହଣ କରାଯାଇଛି । ହୋଟେଲର ଜଣେ କର୍ମଚାରୀ ଓ ଦୁଇଜଣ ପର୍ଯ୍ୟଟକ ଓମିକ୍ରନ ପଜିଟିଭଜ ଚିହ୍ନଟ ହୋଇଛନ୍ତି । ତେବେ ସମ୍ପୃକ୍ତ ଅଞ୍ଚଳକୁ ଯାତାୟାତ ଠପ୍ କରାଯାଇଛି ।
More Stories
ଗୃହରକ୍ଷୀ ଏବଂ ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀଙ୍କ ଭତ୍ତା ବୃଦ୍ଧି…..
ଇରାନ ସେନା ମୁଖ୍ୟ,କମାଣ୍ଡରଙ୍କ ସହିତ ୨ ବୈଜ୍ଞାନିକଙ୍କ ମୃତ୍ୟୁ…..
ଆଉ କେହି ଠକିପାରିବେନ ସରକାରୀ ଅଧିକାରୀ…..