ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜଧାନୀ ଭୁବନେଶ୍ୱରରେ ଗତକାଲି ୩ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଭୁବନେଶ୍ୱର ଏୟାରଫିଲ୍ଡ ଥାନା ଅନ୍ତର୍ଗତ କେଳା ବସ୍ତିରେ ଗତକାଲି ସନ୍ଧ୍ୟାରେ ଏହି ଜଘନ୍ୟ କାଣ୍ଡ ଘଟିଛି। ସେହି ବସ୍ତିର ଘନିଆ ନାମକ ଜଣେ ଯୁବକ ଏପରି କାଣ୍ଡ ଘଟଣାଇଥିବା ଜଣାପଡ଼ିଛି । ହେଲେ ଅଭିଯୁକ୍ତ ପଡ଼ୋଶୀ ସ୍ଥାନୀୟ ଲୋକଙ୍କୁ ଚକମା ଦେଇ ଫେରାର ହୋଇଯାଇଛି। ଅଭିଯୁକ୍ତକୁ ଧରିବା ପାଇଁ ସ୍ପେଶାଲ ସ୍କ୍ୱାଡ୍ ଓ ପୋଲିସ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଛନ୍ତି। ଏୟାରଫିଲ୍ଡ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।






More Stories
ଦାୟିତ୍ୱ ବାଣ୍ଟିଲେ ନବୀନ…..
ହେରିଟେଜ୍ ହ୍ରଦ ବିନ୍ଦୁ ସାଗର…..
୪ ଲକ୍ଷର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ…..