ରିପୋର୍ଟ କାର୍ଡ / ଭୁବନେଶ୍ବର
ଜୁଲାଇ ୩୧ ଭିତରେ ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷାଫଳ। ଏନେଇ ଶୁକ୍ରବାର ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ଜୁଲାଇ ୩୧ ସୁଦ୍ଧା ରେଜଲ୍ଟ ପ୍ରକାଶ କରିବା ଲାଗି ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ରହିଛି। ଏଥିପାଇଁ ନିର୍ଧାରିତ ସମୟ ସୁଦ୍ଧା ପରୀକ୍ଷାଫଳ ପ୍ରକାଶ ପାଇପାରେ। ନହେଲେ ଅତିବେଶିରେ ଆଉ ଦିନେ କିମ୍ବା ଦୁଇ ଦିନ ଲାଗିପାରେ। ତଥାପି ୩୧ ସୁଦ୍ଧା ରେଜଲ୍ଟ ପ୍ରକାଶ ପାଇଁ ଚେଷ୍ଟା କରୁଛୁ ବୋଲି ମନ୍ତ୍ରୀ କହିଛନ୍ତି।






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..