ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ରାଜଧାନୀ ଭୁବନେଶ୍ୱରରେ ୩୧୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି | ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍ ରୁ ୨୪୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୬ ଲୋକାଲ କେସ ରହିଛି । ଏନେଇ ଭୁବନେଶ୍ୱର ମହାନଗ ନିଗମ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି | ରିପୋର୍ଟ ଅନୁସାରେ- ଖଣ୍ଡଗିରିରୁ ୧୬, ଭିମେଶ୍ୱର ମାର୍ଗରୁ ୧୬, ସୁନ୍ଦରପଦାରୁ ୧୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଇଆରସି ଭିଲେଜରୁ ୧୨, ଓଲଡଟାଉନରୁ ୧୦, ଚନ୍ଦ୍ରଶେଖରପୁରରୁ ୯ ଚିହ୍ନଟ ହୋଇଛନ୍ତି।
More Stories
ବାଲେଶ୍ୱର ଛାତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ଏବେବି ସଙ୍କଟାପନ୍ନ…..
ସୃଷ୍ଟି ହେଲା ଯୋଡ଼ା ଲଘୁଚାପ: ପ୍ରବଳ ବର୍ଷୀବ,ଏହି ଜିଲ୍ଲାକୁ ରେଡ଼ ୱାର୍ଣ୍ଣିଂ ଜାରି…..
୪ ବ୍ୟକ୍ତିଙ୍କୁ ରାଜ୍ୟସଭାକୁ ମନୋନୀତ କଲେ ରାଷ୍ଟ୍ରପତି…..