ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା୨୫୮୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଅନୁଗୋଳ ଓ ଖୋର୍ଦ୍ଧାରୁ ଜଣ ଲେଖାଏଁ ପ୍ରାଣ ହରାଇଥିବା ବେଳେ ନବରଙ୍ଗପୁର ଓ ସୁନ୍ଦରଗଡରୁ ୪, ଝାରସୁଗୁଡା, କଳାହାଣ୍ଡି ଓ କୋରାପୁଟରୁ ୨ ଜଣ ଲେଖାଏଁ, ରାୟଗଡା, ଭଦ୍ରକ, ବୌଦ୍ଧ, କଟକ, ଗଞ୍ଜାମ, ଜଗତସିଂପୁର, କେନ୍ଦୁଝର ଓ ନୟାଗଡରୁ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି ।






More Stories
ନୂଆ DGP ଚୟନ ପ୍ରକ୍ରିୟା ମାମଲାର ଆଜି ଶୁଣାଣି……
ବ୍ୟବସାୟୀଙ୍କୁ ଅପହରଣ ଘଟଣା:୫୦ ଲକ୍ଷ ପାଇଁ ହୋଇଥିଲା ଷଡ଼ଯନ୍ତ୍ର……
ବନ୍ୟାଞ୍ଚଳରେ ଗ୍ରାଉଣ୍ଡ ଜିରୋରେ ମୁଖ୍ୟମନ୍ତ୍ରୀ…..