ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା୨୫୮୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଅନୁଗୋଳ ଓ ଖୋର୍ଦ୍ଧାରୁ ଜଣ ଲେଖାଏଁ ପ୍ରାଣ ହରାଇଥିବା ବେଳେ ନବରଙ୍ଗପୁର ଓ ସୁନ୍ଦରଗଡରୁ ୪, ଝାରସୁଗୁଡା, କଳାହାଣ୍ଡି ଓ କୋରାପୁଟରୁ ୨ ଜଣ ଲେଖାଏଁ, ରାୟଗଡା, ଭଦ୍ରକ, ବୌଦ୍ଧ, କଟକ, ଗଞ୍ଜାମ, ଜଗତସିଂପୁର, କେନ୍ଦୁଝର ଓ ନୟାଗଡରୁ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି ।
More Stories
ପୁଣି ଅଶାନ୍ତ ଶ୍ରୀକ୍ଷେତ୍ର:ଅଟୋଚାଳକଙ୍କୁ ହାଣୀଲେ ଦୃର୍ବୁତ୍ତ….
ହସ୍ପିଟାଲ ଛାତରୁ ଡେଇଁ ପଡ଼ିଲେ ରୋଗୀ…..
ବାଲେଶ୍ୱର ଛାତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ଏବେବି ସଙ୍କଟାପନ୍ନ…..