ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟସଭା ଆସନ ପାଇଁ ଆଜି ନାମାଙ୍କନ ପତ୍ର ଦାଖଲ କରିବେ ବିଜେଡିର ୪ ପାର୍ଥୀ । ଜୁନ୍ ୨ ତାରିଖ ନାମାଙ୍କନ ପାଇଁ ଶେଷ ତାରିଖ ଥିବା ବେଳେ ଆଜି ନାମାଙ୍କନ ଭରିବେ । ବିଜେଡିର ସୁଲତା ଦେଓ, ସସ୍ମିତ ପାତ୍ର, ମାନସ ମଙ୍ଗରାଜ ଏବଂ ନିରଞ୍ଜନ ବିଶି ନାମାଙ୍କନ ଭରିବେ । ଆଜି ପୂର୍ବାହ୍ନ ୧୧ ଟା ସମୟରେ ବିଧାନସଭା ସଚିବାଳୟ ପରିସରରରେ ବରିଷ୍ଠ ବିଧାୟକଙ୍କ ଉପସ୍ଥିତିରେ ପ୍ରାର୍ଥିପତ୍ର ଦାଖଲ କରିବେ । ବିଜ୍ଞପ୍ତି ଅନୂଯାୟୀ ଜୁନ୍ ପ୍ରାର୍ଥୀପତ୍ର ଯାଞ୍ଚ ଏବଂ ଜୁନ୍ ୬ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ଦିନ ରହିଛି । ଜୁନ୍ ୧୩ରେ ହେବ ନିର୍ବାଚନ ।






More Stories
ବିଦ୍ୟୁତଗ୍ରାହକଙ୍କ ପାଇଁ ଖୁସିଖବର:ବଢ଼ିବନି ବିଲ୍…..
ସରକାରଙ୍କ ଉପରେ ବର୍ଷିଲେ ନବୀନ…..
ଭୁଲ ଇଞ୍ଜେକ୍ସନ୍ ନେଲା ଶିଶୁର ଜୀବନ…..