ରିପୋର୍ଟ କାର୍ଡ / ପୁରୀ
ଜ୍ୟେଷ୍ଠ ଶୁକ୍ଳ ପ୍ରତିପଦ ତିଥିରେ ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗମଣ୍ଡପ ପରେ ସନ୍ଧ୍ୟା ୭ଟାରୁ ରାତି ୧୧ଟା ଯାଏ ଜଗା ଦର୍ଶନରୁ ବଞ୍ଚିତ ରହିବେ ଭକ୍ତ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦତ୍ତ ମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ।






More Stories
ଭୁବନେଶ୍ୱର କୋର୍ଟକୁ ବୋମା ଧମକ…..
ଝଡ଼ବର୍ଷା ସମ୍ଭାବନା !ୟେଲୋ ଓ୍ବାର୍ନିଂ ଜାରି…..
ଜଳବାୟୁ ପରିବର୍ତ୍ତନ ରୋକିବାକୁ ବୃକ୍ଷରୋପଣ ହିଁ ଏକମାତ୍ର ସମାଧାନ…..