ରିପୋର୍ଟ କାର୍ଡ / ଭୁବନେଶ୍ୱର
ତଦନ୍ତରେ ଉତ୍କର୍ଷତା ପାଇଁ କେନ୍ଦ୍ର ଗୃହ ମନ୍ତ୍ରୀ ପଦକ ଘୋଷଣା ହୋଇଛି। ଚଳିତ ବର୍ଷ ଏହି ମେଡାଲ ପାଇବା ପାଇଁ ସାରା ଦେଶରୁ ୧୪୦ ଜଣ ପୋଲିସ ଅଧିକାରୀ ମନୋନୀତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୨୨ ଜଣ ମହିଳା ପୋଲିସ ଅଧିକାରୀ ରହିଛନ୍ତି। ଓଡ଼ିଶାରୁ ଜଣେ ମହିଳା ଅଧିକାରୀଙ୍କ ସମେତ ୪ ଜଣ ରହିଛନ୍ତି | ସେମାନେ ହେଉଛନ୍ତି- ଡିଏସ୍ପି ପ୍ରଭାତ କୁମାର ବିଶ୍ୱାଳ, ଡିଏସ୍ପି ମାନସ ରଞ୍ଜନ ପ୍ରଧାନ, ଇନ୍ସପେକ୍ଟର ପ୍ରଶାନ୍ତ ସାହୁ ଓ ଦୁର୍ଗେଶ ନନ୍ଦିନୀ ମହାନ୍ତି।






More Stories
ଗ୍ୟାସ୍ ପାଇଁ ବାୟୋମେଟ୍ରିକ ବାଧ୍ୟତାମୂଳକ…..
ଝିଅ ଜନ୍ମ ହେଲେ ସରକାର ଦେବେ ଟଙ୍କା…..
ତୈଳ କମ୍ପାନୀମାନଙ୍କ ସହ ଯୋଗାଣ ମନ୍ତ୍ରୀଙ୍କ ବୈଠକ…..