ରିପୋର୍ଟ କାର୍ଡ / କେନ୍ଦ୍ରାପଡା
ବସ୍ ଓ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇ ୪୦ ଜଣ ଆହତ ହୋଇଛନ୍ତି। ଏଭଳି ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି କଟକ ଜିଲ୍ଲା ନିଶ୍ଚିନ୍ତକୋଇଲିର କଟରପଡ଼ା ଛକନିକଟରେ | ଆଜି ସକାଳେ ବସ୍ଟି କେନ୍ଦ୍ରାପଡ଼ାରୁ କଟକ ଅଭିମୁଖେ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଟ୍ରକ୍ ସହିତ ମୁହାଁମୁହିଁ ଧକ୍କା ହୋଇଥିଲା। ସମସ୍ତ ଆହତଙ୍କୁ ନିଶ୍ଚିନ୍ତକୋଇଲି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।






More Stories
କାଳବୈଶାଖୀ ସମ୍ଭାବନା…..
ଇସ୍ତଫା ଦେଲେ ସସ୍ମିତ ପାତ୍ର…..
ଓଏଏସ୍ ସ୍ତରରେ ଅଦଳବଦଳ…..