ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆଜି ୪୩ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୨୧୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୫ ଜଣ, ଅନୁଗୁଳ, ବରଗଡ, କଟକ ଓ ସୁନ୍ଦରଗଡରୁ ୪ ଜଣ ଲେଖାଏଁ, ବୌଦ୍ଧ ଓ କଳାହାଣ୍ଡିରୁ ୩ ଜଣ ଲେଖାଏଁ, ବାଲେଶ୍ଵର, ଗଞ୍ଜାମ, ଝାରସୁଗୁଡା, କେନ୍ଦ୍ରାପଡା, ପୁରୀ ଓ ରାୟଗଡାରୁ ୨ ଜଣ ଲେଖାଏଁ, ଢେଙ୍କାନାଳ, କନ୍ଧମାଳ, ନୟାଗଡ଼, ଓ ସମ୍ଵଲପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।






More Stories
୭ ମୋର୍ଚ୍ଚା ପାଇଁ ପ୍ରଭାରୀ ଘୋଷଣା କଲା ଭାଜପା:ଓଡ଼ିଶାର ଏହି ନେତାଙ୍କୁ ମିଳିଲା….
ପୁଣି ଜୀବନ ନେଲା ସ୍କ୍ରବ୍ ଟାଇଫସ୍…..
୧୪ ନୂଆ ପ୍ରକଳ୍ପ ପାଇଁ ଏମ୍ଓୟୁ…..