ରିପୋର୍ଟ କାର୍ଡ / ଭୁବନେଶ୍ବର
ମିଶ୍ରଣ ସ୍କୁଲ ଖୋଲିବା ନେଇ ସ୍କୁଲ୍ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ କୁହାଯାଇଛି ଯେ ପୂର୍ବରୁ ମିଶ୍ରଣ ହୋଇଥିବା ୪୬ ସ୍କୁଲ ଖୋଲିଛି। ଆଗକୁ ଆଉ ୪ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ହୋଇଛି। ୪୬ ସ୍କୁଲ ମଧ୍ୟରୁ ଢେଙ୍କାନାଳ ଜିଲ୍ଲାରେ ସର୍ବାଧିକ ୨୨ଟି ଥିବା ବେଳେ ଦେବଗଡ଼ରେ ୧୦ଟି ବରଗଡ଼ରେ ୭ଟି, ଯାଜପୁରରେ ୪ଟି ଓ ଖୋର୍ଦ୍ଧା ଜିଲ୍ଲାରେ ୩ ସ୍କୁଲ ରହିଛି। ୭ ହଜାର ୭୫୧ ସ୍କୁଲ ମିଶ୍ରଣ ନେଇ ଅନୁମୋଦନ ମିଳିଥିବା ବେଳେ ୫ ହଜାର ୬୩୦ ସ୍କୁଲ ମିଶ୍ରଣ ହୋଇଛି।






More Stories
ବିଜେଡିକୁ ବାହୁଡ଼ିବେ ଅରବିନ୍ଦ!…..
ରାଜଧାନୀରେ ଯୁବତୀଙ୍କୁ ଅପହରଣ : ଜଣେ ଗିରଫ…..
ମକର ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ…..