ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ରାଜଧାନୀ ଭୁବନେଶ୍ବରରୁ ୪୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୮୨ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୩୮୬ ଜଣ ସ୍ଥାନୀୟ ଆକ୍ରାନ୍ତ। ଏହି ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୬ ହଜାର ୧୪୭ କୁ ବୃଦ୍ଧି ହୋଇଛି। ସେହିପରି ଆଜି ଭୁବନେଶ୍ବରରୁ ୧୨୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୩ ହଜାର ୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨ ହଜାର ୮୨୭ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।






More Stories
ବ୍ୟବସାୟୀଙ୍କୁ ଅପହରଣ ଘଟଣା:୫୦ ଲକ୍ଷ ପାଇଁ ହୋଇଥିଲା ଷଡ଼ଯନ୍ତ୍ର……
ବ୍ୟବସାୟୀ ଅପହରଣ ମାମଲା: ପୋଲିସ-ସାମ୍ବାଦିକ ଗିରଫ…..
ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ!…..