ରିପୋର୍ଟ କାର୍ଡ / ବଲାଙ୍ଗୀର
ସନ୍ସାଇନ୍ ସ୍କୁଲର ଶିକ୍ଷୟତ୍ରୀ ମମିତା ମେହେର ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁକୁ ପୋଲିସ ୫ ଦିନିଆ ରିମାଣ୍ଡରେ ନେଇଛି । ଗୋବିନ୍ଦଙ୍କୁ ଗତକାଲି ଗିରଫ ପରେ ପୋଲିସ ଆଜି ବଙ୍ଗୋମୁଣ୍ଡା ଜେଏମ୍ଏଫ୍ସି କୋର୍ଟରେ ହାଜର କରିଥିଲା। ଗୋବିନ୍ଦଙ୍କୁ ୭ ଦିନିଆ ରିମାଣ୍ଡରେ ନେବା ପାଇଁ ପୋଲିସ କୋର୍ଟରେ ଆବେଦନ କରିଥିଲା । କିନ୍ତୁ କୋର୍ଟ ଗୋବିନ୍ଦଙ୍କୁ ୫ ଦିନିଆର ରିମାଣ୍ଡରେ ନେବା ପାଇଁ ଅନୁମତି ପ୍ରଦାନ କରିଛନ୍ତି । ମମିତା ମେହେର ଗତ ୮ ତାରିଖ ଦିନ ନିଖୋଜ ହୋଇଥିଲେ। ଏହି ଘଟଣାରେ ପୁଲିସ ଗୋବିନ୍ଦଙ୍କୁ ଅକ୍ଟୋବର ୧୯ ତାରିଖରେ ଆଖୁ କିଆରିରୁ ଗିରଫ କରିଥିଲା। ପୁଲିସ ଗୋବିନ୍ଦଙ୍କୁ ନିଜ ଅଧିନକୁ ଆଣି ପଚରା ଉଚରା କରିଥିଲା






More Stories
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….
ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ଗାଡ଼ି !…..
ରାଜ୍ୟସଭାରେ ଶପଥ ନେଲେ ଓଡ଼ିଶାରୁ ୩ ସାଂସଦ…..