ରିପୋର୍ଟ କାର୍ଡ / କେନ୍ଦୁଝର
କେନ୍ଦୁଝର ସରକାରୀ ଇଞ୍ଜିନିୟରିଂ କଲେଜ ହଷ୍ଟେଲରେ ରାଗିଂ ଘଟଣାରେ ୫ ଜଣ ଛାତ୍ରଙ୍କୁ ଗିରଫ କରିଛି କେନ୍ଦୁଝର ଟାଉନ ଥାନା ପୋଲିସ। ଗିରଫ ହେବା ପରେ ଛାତ୍ରମାନଙ୍କୁ ବର୍ଷକ ପାଇଁ କଲେଜରୁ ବହିଷ୍କାର କରିଛନ୍ତି କର୍ତ୍ତୃପକ୍ଷ। ଏହି ସିନିଅର ଛାତ୍ରମାନେ ୨ୟ ବର୍ଷର ଛାତ୍ରଙ୍କୁ ମାଡ଼ ମାରିଥିଲେ। ୫ ଜଣ ସିନିଅର ଛାତ୍ର ହଷ୍ଟେଲରେ ପଶି ୨ୟ ବର୍ଷର ଛାତ୍ରଙ୍କୁ ମାଡ଼ ମାରିଥିବା ନେଇ ଅଭିଯୋଗ ହୋଇଥିଲା। ଏହା ପରେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।






More Stories
ଡିଏଭି କଳିଙ୍ଗନଗରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ….
ରାଜଧାନୀରେ ବନ୍ଧୁକ ମୁନରେ ଦୁଷ୍କର୍ମ !….
ଏ.ସି.ଏଫ୍. ସୌମ୍ୟରଂଜନ ମୃତ୍ୟୁ ମାମଲା: ରୋଷେୟା ଗିରଫ….