ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆଜି ଆଉ ୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଏହି ସୂଚନା ଦେଇଛନ୍ତି। ଏହା ସହିତ ରାଜ୍ୟରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୨୪କୁ ବୃଦ୍ଧି ପାଇଛି। ଡାକ୍ତର ମିଶ୍ର କହିଛନ୍ତି ଯେ ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୯୫ ଜଣଙ୍କର କୋଭିଡ ପରୀକ୍ଷା କରାଯାଇଥିବା ବେଳେ ସେମାନଙ୍କ ମଧ୍ୟରୁ ୫ ଜଣଙ୍କ ରିପୋର୍ଟ ପଜିଟିଭ୍ ଆସିଛି।






More Stories
ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ…..
କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ…..
ମା’ଙ୍କୁ ମାରି ପ୍ଲାଷ୍ଟର କରିଦେଲା ପୁଅ !…..