ରିପୋର୍ଟ କାର୍ଡ / ସୁନ୍ଦରଗଡ଼
ଯାତ୍ରୀବାହୀ ବସ୍ ଓଲଟି ୧୫ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳୁଛି । ଆଜି ସୁନ୍ଦରଗଡ଼ ଲହୁଣିପଡ଼ା ବରସୁଆଁ ଠାରେ ଘରୋଇ ଯାତ୍ରୀବାହୀ ବସଟି ଦୁର୍ଘଟଣାଗ୍ରସ୍ତ ହୋଇଛି| ଫଳରେ ଦୁର୍ଘଟଣାରେ ୧୫ ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ଆହତମାନଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିବା ଜଣାପଡିଛି | ମିଳିଥିବା ସୂଚନା ଅନୁସରେ-ଆଜି ଅପରାହ୍ନରେ ବସଟି ରାଉରକେଲାରୁ ବଡବିଲ ଆଡ଼କୁ ଯାଉଥିବାବେଳେ ରାସ୍ତାରେ ଭାରସାମ୍ୟ ହରାଇ ଓଲଟିପଡ଼ିଥିଲା ।






More Stories
୬ ଲେନ୍ ହେବ ପୁରୀ-ଭୁବନେଶ୍ୱର ଜାତୀୟ ରାଜପଥ…..
ରାଜ୍ୟ କ୍ୟାବିନେଟରେ ୧୩ ପ୍ରସ୍ତାବରେ ବାଜିଲା ମୋହର…..
ସବୁ ଯୋଗ୍ୟ ବ୍ୟକ୍ତିଙ୍କୁ ମିଳିବ ପେନସନ…..