ରିପୋର୍ଟ କାର୍ଡ / ଭୁବନେଶ୍ୱର
ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ଅନ୍ତର୍ଗତ ଭୂଷଣ୍ଡପୁର ଗାଁରେ ବାଣ ବିସ୍ଫୋରଣ ଘଟଣାରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି ପାଇଛି। କଟକ ବଡ଼ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଭୂଷଣ୍ଡପୁର ଗାଁର ଦୋଳଗୋବିନ୍ଦ ବେହେରାଙ୍କ ମୃତ୍ୟୁ ହୋଇଛି। ତାଙ୍କ ଶରୀର ୭୦ ପ୍ରତିଶତରୁ ଅଧିକ ଅଂଶ ପୋଡ଼ିଯାଇଥିଲା। ବିସ୍ଫୋରଣରେ ଗୁରୁତର ଆଉ ୩ ଜଣ ଭୁବନେଶ୍ୱର ଏମ୍ସରେ ଏବେବି ଚିକିତ୍ସାଧୀନ ଅଛନ୍ତି।






More Stories
ପୁଣି ଜୀବନ ନେଲା ସ୍କ୍ରବ୍ ଟାଇଫସ୍…..
୧୪ ନୂଆ ପ୍ରକଳ୍ପ ପାଇଁ ଏମ୍ଓୟୁ…..
ପାକିସ୍ତାନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମି…..