Report Card Odisha

| Daily Odia News

ହଟିଲା ୫ଟି ଚାର୍ଟର…..

ରିପୋର୍ଟ କାର୍ଡ / ଭୁବନେଶ୍ବର

ରାଜ୍ୟ ସରକାର ସରକାରୀ କର୍ମଚାରୀଙ୍କ ଉପରୁ ୫ଟି ଚାର୍ଟର ହଟାଇଛନ୍ତି। ଏଥିସହ ହଟିଲା ମୋ ସରକାର। କ, ଖ, ଗ ବର୍ଗର କର୍ମଚାରୀଙ୍କ ଉପରୁ ହଟିଲା ୫ଟି। ୫ଟି ଚାର୍ଟର ହଟାଇଛନ୍ତି ରାଜ୍ୟ ସରକାର। ଏନେଇ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।

Breaking News