ରିପୋର୍ଟ କାର୍ଡ / ପୁରୀ
୫-T ସଚିବ ଭି. କାର୍ତ୍ତିକେୟନ ପାଣ୍ଡିଆନ୍ ଓ ତାଙ୍କ ପତ୍ନୀ ସୁଜାତା କାର୍ତ୍ତିକେୟନ ପାଣ୍ଡିଆନ୍ ପୁରୀ ଗସ୍ତରେ । ଦୀପାବଳି ପୂର୍ବରୁ ଆଜି ସକାଳୁ ୫-T ସଚିବ ଦମ୍ପତ୍ତି ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଯାଇ ରତ୍ନ ସିଂହାସନସ୍ଥ ଚତୁର୍ଦ୍ଧା ବିଗ୍ରହଙ୍କ ଦର୍ଶନ କରିଛନ୍ତି । ଏଥିସହ ମା ବିମଳା ଓ ମହାଲକ୍ଷ୍ମୀଙ୍କ ଦର୍ଶନ କରିବା ସହ ବେଢ଼ା ପରିକ୍ରମା କରିଛନ୍ତି । ଦର୍ଶନ ସାରିବି ପରେ ସେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିଛନ୍ତି ।






More Stories
କଂଗ୍ରେସ ଛାଡିଲେ ଜୟରାମ…..
ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହ ମୁଲତବୀ…..
ବାଛୁରୀ ପାଟିରେ ଫୁଟିଛି ବାରୁଦ…..