ରିପୋର୍ଟ କାର୍ଡ / ସୁନ୍ଦରଗଡ଼
ସୁନ୍ଦରଗଡ଼ ଜିଲ୍ଲାରେ ପୁଣି ୬ ସ୍କ୍ରବ ଟାଇଫସ ରୋଗୀ ଚିହ୍ନଟ ହୋଇଛନ୍ତି । ଆଜିର ୬ ରୋଗୀଙ୍କୁ ମିଶାଇ ସ୍କ୍ରବ ଟାଇଫସ ଆକ୍ରାନ୍ତଙ୍କ ସଂଖ୍ୟା ୩୬୧ରେ ପହଞ୍ଚିଛି। ଏନେଇ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର କାହ୍ନୁଚରଣ ନାୟକ କହିଛନ୍ତି, ଯଥେଷ୍ଟ ଔଷଧ ମହଜୁଦ ରହିଛି। ଠିକ୍ ସେହି ଚିକିତ୍ସା ଲାଗି ସ୍ଵତନ୍ତ୍ର ଡାକ୍ତରୀ ଦଳ ବି ପ୍ରସ୍ତୁତ ରହିଛନ୍ତି। ଏହି ରୋଗ ଲାଗି ଗାଁ ଗାଁରେ ଲୋକଙ୍କୁ ସଚେତନ କରାଯାଉଛି।ସେପଟେ ସ୍ବାସ୍ଥ୍ୟ ବିଭାଗର ସଚେତନତା ଲୋକଙ୍କ ପାଖରେ ପହଞ୍ଚି ପାରୁନଥିବା ଅଭିଯୋଗ ରହିଛି।





More Stories
ଆମ ବସ୍’ ଯାତ୍ରା ମାଗଣା…..
ଉଭୟ ପଡିଆରେ ବାଲିଯାତ୍ରା ପାଇଁ ସରକାରଙ୍କୁ ପ୍ରସ୍ତାବ…..
ଶ୍ରୀମନ୍ଦିର ପରିସରରେ ହାତାହାତି…..