ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ହରିୟାଣା ପାନିପଥର ବିଚପଡି ଗାଁରେ ଘଟିଛି ବଡ଼ଧରଣର ବିସ୍ଫୋରଣ | ସିଲିଣ୍ଡର ବିସ୍ଫୋରଣ ଯୋଗୁଁ ଗୋଟିଏ ପରିବାରର ୬ଜଣଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ବାପା, ମା’ଙ୍କ ସହ ୨ପୁଅ ଓ ୨ଝିଅ ରହିଥିବା ସୂଚନା ମିଳିଛି । ସୂଚନା ଅନୁଯାୟୀ ଆଜି ସକାଳ ୭ଟା ସମୟରେ ଏହି ବିସ୍ଫୋରଣ ହୋଇଥିଲା । ବିସ୍ଫୋରଣରେ ବାପା, ମା’ଙ୍କ ସହ ୨ପୁଅ ଓ ୨ଝିଅ ଜଳିଯାଇଥିଲେ । ଏନେଇ
ପୋଲିସ ଖବଇ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି । ମୃତକ ମାନେ ପଶ୍ଚିମବଙ୍ଗର ଉତ୍ତର ଦିନାଜପୁରର ବାସିନ୍ଦା ବୋଲି ଜଣାପଡ଼ିଛି ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..