ରିପୋର୍ଟ କାର୍ଡ / ଭୁବନେଶ୍ବର
ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ କଳାହାଣ୍ଡି, କୋରାପୁଟ, ନବରଂଗପୁର ଓ ବ୍ରହ୍ମପୁର ଲୋକସଭା ନିର୍ବାଚନ ମଣ୍ଡଳୀ ଓ ଏହାର ଅଧୀନସ୍ଥ ୨୮ଟି ବିଧାନସଭା କ୍ଷେତ୍ରରେ ମତଦାନ ହୋଇଥିଲା | ଅପରାହ୍ଣ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୯୬ ପ୍ରତିଶତ ମତଦାନ ହୋଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ କାର୍ଯ୍ୟାଳୟର ସୂତ୍ରରୁ ଏହି ସୂଚନା ମିଳିଛି। ଏପର୍ଯ୍ୟନ୍ତ ନବରଂଗପୁରରେ ସର୍ବାଧିକ ଓ ବ୍ରହ୍ମପୁରରେ ସବୁଠାରୁ କମ ୫୮ ପ୍ରତିଶତ ମତଦାନ ହୋଇଛି। ଜୟପୁର:୬୬.୫୮%
କୋରାପୁଟ:୫୫.୩୫%
ଲଷ୍ମୀପୂର :୫୮.୬୬%
ପଟାଙ୍ଗୀ :୫୮.୫୦%
ରାୟଗଡା:୬୩.୨୦%
କୋଟପାଡ଼ :୬୫.୬୭%(ନବରଙ୍ଗପୁର ଲୋକସଭା )
ବିଷମ କଟକ : ୬୭.୯୯%
ଗୁଣୁପୁର :୫୭ .୪୪%
ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ କହିଛନ୍ତି, ନବରଂଗପୁର ଲୋକସଭା ଆସନରେ ସନ୍ଧ୍ୟା ୫ଟା ସୁଦ୍ଧା ନବରଂଗପୁରରେ ୬୮.୮୪ ପ୍ରତିଶତ, କଳାହାଣ୍ଡିରେ ୬୭.୩୭ ୯%, କେରାପୁଟରେ ୬୧.୨୨% ମତଦାନ ହୋଇଛି। ସେହିପରି ନୂଆପଡ଼ାରେ ୬୬.୩୫, ଗଜପତିରେ ୬୩.୭୧ ରାୟଗଡ଼ାରେ ୬୨.୯୬ ପ୍ରତିଶତ ମତଦାନ ହୋଇଛି।






More Stories
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….
ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ଗାଡ଼ି !…..
ରାଜ୍ୟସଭାରେ ଶପଥ ନେଲେ ଓଡ଼ିଶାରୁ ୩ ସାଂସଦ…..