ରିପୋର୍ଟ କାର୍ଡ / ଭୁବନେଶ୍ୱର
୬୩ କଲେଜ ଅଧ୍ୟକ୍ଷଙ୍କ ଦରମା ବନ୍ଦ କରିଛି ଉଚ୍ଚଶିକ୍ଷା ବିଭାଗ। ତାଗିଦ ସତ୍ତ୍ବେ କଲେଜ ଆକାଉଣ୍ଟ ଅପଡେଟ କରି ନ ଥିବାରୁ ଏପରି କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଚଳିତ ମାସଠାରୁ ଅନିର୍ଦ୍ଦିଷ୍ଟ ସମୟ ଯାଏ ଦରମା ବନ୍ଦ ରହିଥିବା ଜଣାପଡିଛି। ସୂଚନାଯୋଗ୍ୟ, ଦରମା ବନ୍ଦ ହୋଇଥିବା କଲେଜ ଅଧ୍ୟକ୍ଷମାନେ କାପା ପୋର୍ଟାଲରେ କଲେଜ ଆକାଉଣ୍ଟ ଅପଡେଟ କରିନାହାନ୍ତି। ଯାଜପୁର ଜିଲ୍ଲାର ସର୍ବାଧିକ ୧୧ କଲେଜ ଅଧ୍ୟକ୍ଷଙ୍କ ଦରମା ବନ୍ଦ ରହିଛି।






More Stories
ଭାଜପା ଛାଡିଲେ ଶେହଜାଦ ପୁନାୱାଲା…..
ମହାନଦୀର ଜଳସ୍ତର ବଢୁଛି…..
ଚାଉଳ ଟ୍ରକ୍ରେ ଗଞ୍ଜେଇ…..