ରିପୋର୍ଟ କାର୍ଡ / ଭୁବନେଶ୍ୱର
ମହାନଦୀ ଅବବାହିକାରେ ୭ଟି ବ୍ୟାରେଜ ନିର୍ମାଣ ହେବ। ପାନୀୟ ଜଳ ସମ୍ପର୍କିତ ପ୍ରଶ୍ନରେ ପଞ୍ଚାୟତରାଜ ଓ ପାନୀୟ ଜଳ ମନ୍ତ୍ରୀ ବିଭାଗ ମନ୍ତ୍ରୀ ରବି ନାରାୟଣ ନାୟକ ବିଧାନସଭାରେ ଉତ୍ତର ଦେଇଛନ୍ତି। ମନ୍ତ୍ରୀ ଶ୍ରୀ ନାଏକ କହିଛନ୍ତି ଯେ ମହାନଦୀ ଅବବାହିକାରେ ୭ଟି ବ୍ୟାରେଜ ନିର୍ମାଣ ହେବ ଏ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛୁ। ପାଣି ଆସିବା ନେଇ ଛତିଶଗଡ଼଼ ସହ ଆଲୋଚନା ହୋଇଛି। ଛତିଶଗଡ଼଼ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି। ଉଭୟ ରାଜ୍ୟର କମିଶନର ମଧ୍ୟ ଆଲୋଚନା କରିଛନ୍ତି ବୋଲି ମନ୍ତ୍ରୀ ପ୍ରକାଶ କରିଛନ୍ତି।






More Stories
ଅର୍ଥ ବିଭାଗର ପତ୍ର; ୨,୨୪୮ କୋଟି ଫେରାଅ…..
ସେବା ବିଳମ୍ବ କଲେ ତଣ୍ଡ ଗଣିବେ ବାବୁ…..
ପୁଣି ଲଘୁଚାପ ସମ୍ଭାବନା…..