ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ହିମାଚଳ ପ୍ରଦେଶରେ ସୁଖବିନ୍ଦର ସିଂ ସୁଖୁ ସରକାର ଗଢ଼ିବା ପରେ ୭ଜଣ ବିଧାୟକଙ୍କୁ ତାଙ୍କ ମନ୍ତ୍ରୀମଣ୍ଡଳରେ ସ୍ଥାନ ଦେଇଛନ୍ତି । ଆଜି ରାଜ ଭବନରେ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇଥିଲା | ୭ଜଣ ବିଧାୟକ ମନ୍ତ୍ରୀ ଭାବେ ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକର |
More Stories
ବାଲେଶ୍ୱର ଛାତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ଏବେବି ସଙ୍କଟାପନ୍ନ…..
ସୃଷ୍ଟି ହେଲା ଯୋଡ଼ା ଲଘୁଚାପ: ପ୍ରବଳ ବର୍ଷୀବ,ଏହି ଜିଲ୍ଲାକୁ ରେଡ଼ ୱାର୍ଣ୍ଣିଂ ଜାରି…..
୪ ବ୍ୟକ୍ତିଙ୍କୁ ରାଜ୍ୟସଭାକୁ ମନୋନୀତ କଲେ ରାଷ୍ଟ୍ରପତି…..