ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଲଦ୍ଦାଖରେ ଏକ ବଡ଼ଧରଣର ସଡ଼କ ଦୁର୍ଘଟଣା ଘଟିଯାଇଛି । ଯବାନଙ୍କୁ ନେଇ ଯାଉଥିବା ଏକ ବସ୍ ନଦୀ କୁ ଖସି ପଡ଼ିଛି । ଫଳରେ ଘଟଣାସ୍ଥଳରେ ୭ ଜଣ ଯବାନଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ବସରେ ମୋଟ ୨୬ ଜଣ ଯବାନ ଯାଉଥିବା ବେଳେ ଅନେକ ଆହତ ହୋଇଥିବା ଜଣାପଡ଼ିଛି । ତେବେ ବର୍ତ୍ତମାନ ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ବେଳେ ଆହତଙ୍କୁ ସଙ୍ଗେସଙ୍ଗେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।






More Stories
ମମତାଙ୍କୁ ହାଇକୋର୍ଟରୁ ମିଳିଲା ବଡ଼ ଆଶ୍ବସ୍ତି…..
ଇରାନ ଉପରେ ଆକ୍ରମଣ…..
ଇଣ୍ଡୋନେସିଆରେ ବିଜୁବାବୁଙ୍କୁ ମୋଦୀଙ୍କ ପ୍ରଶଂସା…..