ରିପୋର୍ଟ କାର୍ଡ / ଭୁବନେଶ୍ଵର
ରାଜଧାନୀ ଭୁବନେଶ୍ବରରେ ଦୈନନ୍ଦିନ ସଂକ୍ରମଣ ବଢ଼ିବାରେ ଲାଗିଛି । ଆଜି ଭୁବନେଶ୍ବରରୁ ୭୭୩ କରୋନା ପଜିଟିଭ ଚିହ୍ନଟ ହୋଇଛି । ଏହି ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନରୁ ୧୪୦ ଜଣ ଚିହ୍ନଟ ହୋଇଥିବା ବେଳେ ୬୩୨ ଜଣ ସ୍ଥାନୀୟ ଅକ୍ରାନ୍ତ ରହିଛନ୍ତି । ଏହାକୁ ମିଶାଇ ଭୁବନେଶ୍ବରରେ କରୋନା ସଂକ୍ରମଣ ମୋଟ ୪୧,୪୦୧ କୁ ବୃଦ୍ଧି ପାଇଛି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛ | ସେମାନଙ୍କ ମଧ୍ୟରୁ ଆକ୍ଟିଭ୍ କେସ୍ ୫୮୯୬ ରହିଥିବା ବେଳେ ସୁସ୍ଥ ହୋଇଛନ୍ତି ୩୫୨୨୭ ଜଣ ଏବଂ ୨୫୭ ଜଣଙ୍କର ମୃତ୍ୟୁ ଘଟିଛି ।
More Stories
କଲେଜରେ ନିଜକୁ ଜାଳିଦେଲେ ଛାତ୍ରୀ……
ସମାଜସେବୀ ରଞ୍ଜନ କୁମାର ମହାପାତ୍ର ଙ୍କୁ ସମ୍ମାନ ଜନକ ପ୍ରକୃତି ବନ୍ଧୁ ପୁରସ୍କାର ……
ବାର୍ଡ ଫ୍ଲୁ ! ମଲେଣି ୨୦ ହଜାର କୁକୁଡ଼ା…..