ରିପୋର୍ଟ କାର୍ଡ / ଭୁବନେଶ୍ୱର
ତଳମୁଣ୍ଡରେ ବନ୍ୟା ନିୟନ୍ତ୍ରଣ ପାଇଁ ହୀରାକୁଦର ୮ଟି ଗେଟ୍ ବନ୍ଦ କରାଯାଇଥିବା ସୂଚନା ମିଳିଛି । ଡ୍ୟାମରେ ୮ଟି ଗେଟ୍ ବନ୍ଦ ହେବା ଯୋଗୁ ବର୍ତ୍ତମାନ ୨୬ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି । ପୂର୍ବରୁ ୩୪ଟି ଗେଟ୍ ଦେଇ ଜଳ ନିଷ୍କାସନ କରାଯାଉଥିଲା । ହେଲେ ବନ୍ୟା ସମ୍ଭାବନା ବଢ଼ିବାରୁ ୮ଟି ଗେଟକୁ କର୍ତ୍ତୃପକ୍ଷଙ୍କ ପକ୍ଷରୁ ବନ୍ଦ କରିଦିଆଯାଇଛି । ସେପଟେ ବିଭିନ୍ନ ନଦୀର ଜଳସ୍ତର ବଢ଼ିବାରେ ଲାଗିଛି । ଦେବୀ ନଦୀ ବିପଦ ସଙ୍କେଦ ଟପିଥିବା ବେଳେ ଯାଜପୁରର କାଣୀ ନଦୀରେ ଘାଇ ସୃଷ୍ଟି ହୋଇଛି । ଫଳରେ ଦଶରଥପୁରରେ ବନ୍ୟାପାଣି ପଶିଛି ।






More Stories
ଯୁକ୍ତ ୨ ଛାତ୍ରଛାତ୍ରୀଙ୍କ ପାଇଁ ଇଣ୍ଟରନାଲ ମୂଲ୍ୟାୟନ,ପ୍ରୋଜେକ୍ଟ କାର୍ଯ୍ୟ ବାଧ୍ୟତାମୂଳକ…..
କେନ୍ଦ୍ରାପଡାରେ ଫୁଟିଲା ଗୁଳି……
ନୂଆପଡା ମତଗଣନା: ଆଗରେ ବିଜେପି…..