Report Card Odisha

| Daily Odia News

ସଂସଦ ସୁରକ୍ଷା ଦାୟିତ୍ୱରେ ଥିବା ୮ କର୍ମଚାରୀ ନିଲମ୍ବିତ…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ସଂସଦ ଭବନରେ ସୁରକ୍ଷା ଭଙ୍ଗ ଘଟଣାରେ ଦାୟିତ୍ୱରେ ଥିବା ୮ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଥିବା ସୂଚନା। ଆଜି ୮ ଜଣ କର୍ମଚାରୀଙ୍କୁ ନିଲମ୍ବନ କରିଛନ୍ତି ଲୋକସଭା ସେକ୍ରେଟାରିଏଟ। ଗତକାଲି ହଠାତ୍ ସଂସଦ ଭବନକୁ ପଶି ଦୁଇ ଯୁବକ ଗ୍ୟାସ୍ ସ୍ପ୍ରେ କରିଥିଲେ। ଏହି ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଇଛି ଲୋକସଭା ସେକ୍ରେଟାରିଏଟ। ଦାୟିତ୍ୱରେ ଅବହେଳା ଦର୍ଶାଇ ୮ ଜଣ ସୁରକ୍ଷା କର୍ମୀଙ୍କୁ ନିଲମ୍ବନ କରାଯାଇଛି।

Breaking News