ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ସଂସଦ ଭବନରେ ସୁରକ୍ଷା ଭଙ୍ଗ ଘଟଣାରେ ଦାୟିତ୍ୱରେ ଥିବା ୮ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଥିବା ସୂଚନା। ଆଜି ୮ ଜଣ କର୍ମଚାରୀଙ୍କୁ ନିଲମ୍ବନ କରିଛନ୍ତି ଲୋକସଭା ସେକ୍ରେଟାରିଏଟ। ଗତକାଲି ହଠାତ୍ ସଂସଦ ଭବନକୁ ପଶି ଦୁଇ ଯୁବକ ଗ୍ୟାସ୍ ସ୍ପ୍ରେ କରିଥିଲେ। ଏହି ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଇଛି ଲୋକସଭା ସେକ୍ରେଟାରିଏଟ। ଦାୟିତ୍ୱରେ ଅବହେଳା ଦର୍ଶାଇ ୮ ଜଣ ସୁରକ୍ଷା କର୍ମୀଙ୍କୁ ନିଲମ୍ବନ କରାଯାଇଛି।






More Stories
ମଧ୍ୟପ୍ରଦେଶର ଆଗର ମାଲୱା ଦୁର୍ଘଟଣା;ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ…..
ଆଜିଠୁ ଏସୀୟ କ୍ରୀଡ଼ା ମହାକୁମ୍ଭ…..
ପାକିସ୍ତାନରେ ବିସ୍ଫୋରଣ;୧୫ ମୃତ…..