ରିପୋର୍ଟ କାର୍ଡ / ଛତିଶଗଡ
ଓଡ଼ିଶା-ଛତିଶଗଡ଼ର ସୀମାରେ ସୁରକ୍ଷା ବାହିନୀକୁ ବଡ଼ ସଫଳତା ମିଳିଛି | ଗୁଳି କରି ୮ ଜଣ ନକ୍ସଲଙ୍କୁ ନିପାତ କରିଛନ୍ତି। ମାଲକାନଗିରି ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାର ତୋଡ଼କା ଜଙ୍ଗଲରେ ନକ୍ସଲ ବିରୋଧରେ ଏହି ଏନ୍କାଉଣ୍ଟର ହୋଇଛି। ଛତିଶଗଡ଼ର ବିଜାପୁର ଜିଲ୍ଲାର ତୋଡ଼କା ଜଙ୍ଗଲରେ ନକ୍ସଲ ଗତିବିଧି ନେଇ ସୁରକ୍ଷା ବାହିନୀକୁ ବିଶ୍ବସ୍ତ ସୂତ୍ରରୁ ସୂଚନା ମିଳିଥିଲା। ଏହି ଆଧାରରେ ଏସ୍ଟିଏଫ୍, ଡିଆରଜି ଓ ସିଆରପିଏଫ୍ର ଯବାନମାନେ ମିଳିତ ଅପରେସନ୍ କରିଥିଲେ। ରିପୋର୍ଟ ଲେଖାଯିବା ବେଳକୁ ୮ ଜଣ ନକ୍ସଲଙ୍କ ମୃତ୍ୟୁ ହୋଇଥିବା ଜଣାଯାଇଛି। ସୁରକ୍ଷା ବାହିନୀର ସର୍ଚ୍ଚଅପରେସନ୍ ଜାରି ରହିଛି।






More Stories
ଆଜି ସଂସଦରେ ଅଭିଭାଷଣ ରଖିବେ ପ୍ରଧାନମନ୍ତ୍ରୀ…..
ମଣିପୁରରୁ ହଟିଲା ରାଷ୍ଟ୍ରପତି ଶାସନ,ଶପଥ ନେଲେ ମୁଖ୍ୟମନ୍ତ୍ରୀ….
୨ ଆତଙ୍କୀ ନିହତ…..