ରିପୋର୍ଟ କାର୍ଡ / ଭୁବନେଶ୍ବର
ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ ୮୩୫ଟି ଆଦର୍ଶ ବିଦ୍ୟାଳୟ ନିର୍ମାଣ ହେବ।- ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ସମୀକ୍ଷା ବୈଠକରେ ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ପ୍ରତ୍ୟେକ ପଞ୍ଚାୟତ ହେଡକ୍ୱାର୍ଟର୍ସରେ ଗୋଟିଏ ଲେଖାଏଁ ଆଦର୍ଶ ସ୍କୁଲ ନିର୍ମାଣ ହେବ। ପ୍ରତ୍ୟେକ ବିଦ୍ୟାଳୟ ପାଇଁ ୭ କୋଟି ଟଙ୍କା ପର୍ଯ୍ୟନ୍ତ ବ୍ୟୟ ଅଟକଳ ରଖାଯାଇଛି। ଦୁର୍ଗମ ଅଂଚଳର ପିଲାଙ୍କ ଯିବା ଆସିବା ପାଇଁ ମାଗଣା ପରିବହନ ସୁବିଧା କରାଯିବ।






More Stories
ବଦଳିବ ଜିଲ୍ଲାର ଇଂରାଜୀ ନାମ…..
ବାରମ୍ବାର ଦେଇପାରିବେନି ଆଇଏଏସ୍,ଆଇପିଏସ୍ ପରୀକ୍ଷା……
ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ…..