ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଗୋଟିଏ ପଟେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ସୁସ୍ଥ ସଂଖ୍ୟା ବୃଦ୍ଧି ପାଉଛି | ଆଜି ରାଜ୍ୟରେ ସୁସ୍ଥ ହୋଇଛନ୍ତି ଆଉ ୮୪୦୧ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥଙ୍କ ସଂଖ୍ୟା ୪ ଲକ୍ଷ ୩୧ ହଜାର ୬୫୮ରେ ପହଞ୍ଚିଛି । ଏ ନେଇ ଟ୍ବିଟ୍ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାର ସର୍ବାଧିକ ୧୮୨୫ ଜଣ ରହିଛି ।
More Stories
ଆଜି ହେରାପଞ୍ଚମୀ ନୀତି,ନନ୍ଦିଘୋଷ ରଥ ଭାଙ୍ଗିବେ ମହାଲକ୍ଷ୍ମୀ…..
ଓଡ଼ିଶା ଆସିବେ ରାଷ୍ଟ୍ରପତି….
ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ ପରେ ନିଷ୍ପତ୍ତିକୁ ସ୍ଥଗିତ କଲା ଓଏସ ସଂଘ ….